ମେ ୧୩ରେ ଶପଥ ନେବେ ନେତାନ୍ୟାହୁ

ଜେରୁଜେଲମ୍‌,୭।୫: ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ଭାବେ ବେଞ୍ଜାମିନ୍‌ ନେତାନ୍ୟାହୁ ମେ ୧୩ରେ ଶପଥ ନେବେ। ତାଙ୍କୁ ଅଯୋଗ୍ୟ ଘୋଷିତ କରିବା ପାଇଁ କରାଯାଇଥିବା ଏକ ଆବେଦନକୁ ସ୍ଥାନୀୟ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ତାଙ୍କୁ ସରକାର ଗଠନ ଲାଗି ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ମିଶାଇ ନେତାନ୍ୟାହୁ ଲଗାତାର ଚତୁର୍ଥ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ। ୭୦ ବର୍ଷ ବୟସ୍କ ନେତାନ୍ୟାହୁଙ୍କ ବିରୋଧରେ ମାର୍ଚ୍ଚ ୧୭ରେ ଦୁର୍ନୀତି ଅଭିଯୋଗ ହୋଇଥିଲା। ଏହାର ବିଚାର କୋର୍ଟରେ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?