Posted inଜାତୀୟ

ମେ ୨୩ ପୂର୍ବରୁ ଭାଙ୍ଗିବ ଏସପି-ବିଏସପି ମେଣ୍ଟ: ଯୋଗୀ

ଲକ୍ଷ୍ନୌ, ୧୬।୫: ସମାଜବାଦୀ ପାର୍ଟି ଏବଂ ବହୁଜନ ସମାଜବାଦୀ ମଧ୍ୟରେ ମେଣ୍ଟ ହେବା ପରେ ଉତ୍ତର ପ୍ରଦେଶରେ ରାଜନୈତିକ ସମୀକରଣ ବଦଳିବାର ଅନୁମାନ କରାଯାଉଛି। ଏନେଇ ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କହିଛନ୍ତି, ମେ ୨୩ରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପୂର୍ବରୁ ଏସପି-ବିଏସପି ମେଣ୍ଟ ଭାଙ୍ଗିଯିବ। ଦୁଇଦଳର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ମାରପିଟ୍‌ ହେବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବେ। ରାଜ୍ୟ ପ୍ରଶାସନ ହିଂସା ଆୟତ କରିବା ପାଇଁ ପୂର୍ବ ପ୍ରସ୍ତୁତି ଚଳାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri