ମେ’ ୨୪ ପର୍ଯ୍ୟନ୍ତ ବଢ଼ିଲା ଅକରପଦା କଣ୍ଟେନମେଣ୍ଟ ଜୋନ ଅବଧି

ଯାଜପୁର ଅଫିସ,୧୦।୫- କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ତାଙ୍କ ପତ୍ର ସଂଖ୍ୟା ୬୯୦/୯।୫।୨୦୨୦ରେ ଦଶରଥପୁର ବ୍ଲକ ଅକରପଦା କଣ୍ଟେନମେଣ୍ଟ ଜୋନକୁ ଆସନ୍ତା ୨୪ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିରେ କଟିକଟା, ବିରଜାପୁର, ମହାନ୍ତିପାଟଣା, ଅକରପଦା ଓ ଦେଓପଡା ଗ୍ରାମକୁ ଅର୍ନ୍ତଭୁକ୍ତ କରାଯାଇଛି। ପରୀକ୍ଷାରେ ତତ୍ପରତା, ସ୍ବାବ ସଂଗ୍ରହ, ସାମାଜିକ ଦୂରତା ବଜାୟ ଆଦି କାର୍ଯ୍ୟ ସମ୍ପାଦନ କରିବାକୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲାପାଳ ଦାସ ତାଙ୍କ ପତ୍ରରେ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଉପରୋକ୍ତ ଅଞ୍ଚଳଗୁଡିକୁ ଗତ ୨୬ ତାରିଖରେ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri