ମେ ୩ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ମୋଦି କଲେ ଘୋଷଣା

ନୂଆଦିଲ୍ଲୀ,୧୪।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଘୋଷଣା କରିଛନ୍ତି। କରୋନା ସହିତ ଲଢ଼େଇରେ ସାମାଜିକ ଦୂରତା ବଜାୟ ରଖିବା ସହିତ ମାସ୍କ୍‌ର ବ୍ୟବହାର ତଥା ନିୟମିତ ସମୟ ବ୍ୟବଧାନରେ ହାତ ଧୋଇବା ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଏପ୍ରିଲ୍‌ ୨୦ ଠାରୁ ଲକ୍‌ଡାଉନ୍‌ ସମୟରେ ମଧ୍ୟ କେତେକ କ୍ଷେତ୍ରରେ ସସର୍ତ୍ତ କୋହଳ ବ୍ୟବସ୍ଥା ଗ୍ରହଣ କରାଯିବ। ତେବେ ନିୟମର ଉଲ୍ଲଂଘନ କଲେ ସସର୍ତ୍ତ କୋହଳ ବ୍ୟବସ୍ଥାକୁ ପୁଣି ହଟାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri