ମୋଟୁର ସିଲେରୁ ନଦୀରେ ସେତୁ ନିର୍ମାଣ ପରେ ୩୩୨ ମିଟର ଆପ୍ରୋଚ ରୋଡ୍‌ ନିର୍ମାଣରେ ପ୍ରଶାସନର ବିଳମ୍ବ: ଗ୍ରାମବାସୀ ନିର୍ମାଣ କଲେ ରାସ୍ତା

ମାଲକାନଗିରି,୧୯।୭(ଡି.ଏନ୍‌.ଏ): ଗୁରୁପ୍ରିୟା ସେତୁ ପରେ ମାଲକାନଗିରି ଜିଲାବାସୀଙ୍କ ବହୁ ପ୍ରତୀକ୍ଷିତ ଅନ୍ୟ ଏକ ସ୍ବପ୍ନ ମୋଟୁର ସିଲେରୁ ନଦୀ ଉପରେ ପୋଲ ନିର୍ମାଣ ପରେ ମଧ୍ୟ କେବଳ ୩୩୨ ମିଟର ରାସ୍ତା ନିର୍ମାଣରେ ଜିଲା ପ୍ରଶାସନ ଅବହେଳା କରିବାରୁ ବାଧ୍ୟ ହୋଇ ଗ୍ରାମବାସୀ ଶୁକ୍ରବାର ରାସ୍ତା ନିର୍ମାଣ କରିଛନ୍ତି ।
ସୂଚନାଯୋଗ୍ୟ ଗତ ୫ ତାରିଖରେ କାଲିମେଳା ବ୍ଲକ ଅଧ୍ୟକ୍ଷ ମାଲା ମାଡିଙ୍କ଼ ନେତୃତ୍ୱରେ ମହେଶ ଖାନ, ମହମ୍ମଦ ଆଜାର, କତାଗୁଡ଼ମ ୱାର୍ଡମେମ୍ବର କାରମ ଜଗା, ମୁତୁମ ଲାଛା ପ୍ରମୁଖ ଗ୍ରାମବାସୀ ଶୀଘ୍ର ରାସ୍ତା ନିର୍ମାଣ କରିବା ପାଇଁ ଦାବି କରିଥିଲେ ସୁଦ୍ଧା ବିଳମ୍ବ ହେବାରୁ ବାଧ୍ୟ ହୋଇ ଗ୍ରାମବାସୀ ଏହି ପନ୍ଥା ଆପଣେଇଛନ୍ତି । ମୋଟୁ ଅଞ୍ଚଳର ମାସୁମ ଖାନ, ମହମ୍ମଦ ଜାମାଲ ଖାନଙ୍କ ସମେତ ବହୁ ଗ୍ରାମବାସୀ ଜେସିବି ଓ ଟ୍ରାକ୍ଟର ଲଗାଇ ରାସ୍ତା ତିଆରି କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri