ମୋଦିଙ୍କୁ ଧନ୍ୟବାଦ ଦେଲେ ମେଲାନିଆ

ଓ୍ବାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ମେଲାନିଆଙ୍କ ଟୁଇଟ୍‌ ସାମ୍ନାକୁ ଆସିଛି। ଏଥିରେ ସେ ଭାରତ ଆସିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ନିମନ୍ତ୍ରଣ ପାଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାସହ ମେଲାନିଆ ଲେଖିଛନ୍ତି ନୂଆଦିଲ୍ଲୀ ଓ ଅହମ୍ମଦାବାଦ ଗସ୍ତକୁ ନେଇ ସେ ବେଶ୍‌ ଉତ୍ସାହିତ ଅଛନ୍ତି। ଟ୍ରମ୍ପଙ୍କ ସହ ତାଙ୍କର ଏହି ଗସ୍ତ ଦୁଇ ଦେଶର ସମ୍ପର୍କକୁ ଆହୁରି ମଜଭୂତ କରିବ ବୋଲି ସେ ଆଶା ପୋଷଣ କରିଛନ୍ତି। ଏହା ପୂର୍ବରୁ ଟ୍ରମ୍ପ ଟୁଇଟ୍‌ କରି ତାଙ୍କ ୨ ଦିନିଆ ଭାରତ ଗସ୍ତକୁ ନେଇ ଉତ୍ସୁକତା ପ୍ରକାଶ କରିଥିଲେ। ଏହାସହ ତାଙ୍କ ଗସ୍ତ ସମୟରେ ଦୁଇଦେଶ ମଧ୍ୟରେ ବ୍ୟବସାୟ ବାଣିଜ୍ୟ ସମ୍ପର୍କିତ ଚୁକ୍ତି ସ୍ବାକ୍ଷରିତ ହୋଇପାରେ ବୋଲି ସଙ୍କେତ ଦେଇଥିଲେ। ସୂଚନାଯୋଗ୍ୟ, ଟ୍ରମ୍ପ ଦମ୍ପତି ଆସନ୍ତା ୨୪-୨୫ ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏମାନଙ୍କୁ ଗୁଜରାଟରେ ରେଡ କାର୍ପେଟରେ ସ୍ବାଗତ ଲାଗି ଆୟୋଜନ ବ୍ୟାପକ କରାଯାଇଛି। ତେବେ ଗୁଜରାଟରେ ‘କେମ୍‌ ଛୋ ଟ୍ରମ୍ପ’ ନାମକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏମାନେ ଯୋଗଦେବେ ବୋଲି ପୂର୍ବରୁ ମୋଦି ଟୁଇଟ୍‌ କରି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର ଏକତରଫା…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri