Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କଲା ଟାଇମ୍‌ ମାଗାଜିନ୍‌

ନୂଆଦିଲ୍ଲୀ,୨୯।୫: ଟାଇମ୍‌ ମାଗାଜିନ୍‌ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ ସଭା ନିର୍ବାଚନ ସମୟରେ ମେ ୧୦ରେ ଟାଇମ୍‌ ମାଗାଜିନ୍‌ ମୋଦିଙ୍କୁ ଭାରତର ମୁଖ୍ୟ ବିଭାଜନକାରୀ(ଇଣ୍ଡିଆସ୍‌ ଡିଭାଇଡର ଇନ୍‌ ଚିଫ୍‌) ଭାବେ ଅଭିହିତ କରିଥିଲା। ସେତେବେଳେ ଏହାକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ମାତ୍ର ଏବେ ଟାଇମ୍‌ ମାଗାଜିନ୍‌ର ଏକ ଆର୍ଟିକିଲ୍‌ରେ ମୋଦିଙ୍କୁ ଭାରତରେ ଏକତା ଆଣିଥିବା ପ୍ରଧାନମନ୍ତ୍ରୀ ଭାବେ ଦର୍ଶାଯାଇଛି। ଏଥିରେ ପ୍ରକାଶ ପାଇଛି ଯେ, ମୋଦି ଗତ ଦଶକ ମଧ୍ୟରେ ଭାରତରେ ଏକତା ଆଣିପାରିଛନ୍ତି।(Modi has united India like no Prime Minister in decades)। ଏବେ ଟାଇମ୍‌ ମାଗାଜିନ୍‌ରେ ପ୍ରକାଶ ପାଇଥିବା ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୪: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri