Posted inଜାତୀୟ

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ମୋଦିଙ୍କ ସହ ଏହା ତାଙ୍କର ପ୍ରଥମ ସାକ୍ଷାତ୍‌କାର ହେବ। ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ଦଙ୍ଗାକୁ ନେଇ କେଜରିଓ୍ବାଲ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ସଂସଦରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ସାକ୍ଷାତ୍‌କାର ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ଦିଲ୍ଲୀରେ ଉପୁଜିଥିବା ଦଙ୍ଗାରେ ଏପର୍ଯ୍ୟନ୍ତ ୪୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ଏବେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri