Posted inଜାତୀୟ

ମୋଦିଙ୍କୁ ଭେଟିଲେ ଉଦ୍ଧବ ଠାକରେ ସାଙ୍ଗରେ ଥିଲେ ଆଦିତ୍ୟ

ନୂଆଦିଲ୍ଲୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ତାଙ୍କ ପୁଅ ଆଦିତ୍ୟ ଠାକରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଉଦ୍ଧବଙ୍କ ଏହି ସାକ୍ଷାତ୍‌କାରକୁ ରାଜନୈତିକ ଦୃଷ୍ଟି କୋଣରୁ ବହୁ ଗୁରୁତ୍ୱ ରଖେ ବୋଲି ଆଲୋଚନା ହେଉଛି। ଅନୁମାନ କରାଯାଉଛି କି ମୋଦିଙ୍କୁ ସାକ୍ଷାତ୍‌ କରିବା ସମୟରେ ଉଦ୍ଧବ ମହାରାଷ୍ଟ୍ର କୃଷକଙ୍କ ଋଣ ଛାଡ ଓ ରାଜ୍ୟର ବିଭିନ୍ନ ପରିଯୋଜନା ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ମାଗି ପାରନ୍ତି। ସୂଚନାଯୋଗ୍ୟ, ଉଦ୍ଧବ ମୋଦିଙ୍କ ବାସଭବନ ୭ ଲୋକ କଲ୍ୟାଣ ମାର୍ଗରେ ତାଙ୍କୁ ଭେଟିଛନ୍ତି। ଏହାପରେ ଉଦ୍ଧବ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ମୋଦିଙ୍କ ସହ ସେ ସିଏଏ, ଏନ୍‌ଆର୍‌ସି, ଏନ୍‌ପିଆର ସମ୍ପର୍କରେ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri