Posted inଜାତୀୟ

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଜଗନ୍‌ ମୋହନଙ୍କ ଦଳ ରାଜ୍ୟର ୧୭୫ ବିଧାନସଭା ଆସନରୁ ୧୫୧ରେ ବିଜୟୀ ହୋଇଛି। ତେଲୁଗୁ ଦେଶମ୍‌ ପାର୍ଟି ମାତ୍ର ୨୩ ଆସନରେ ହାତେଇବାକୁ ସକ୍ଷମ ହୋଇଥିଲା। ଏହା ସହିତ ରାଜ୍ୟର ୨୫ ଲୋକ ସଭା ଆସନ ମଧ୍ୟରୁ ଓ୍ପାଇଏସ୍‌ଆର୍‌ କଂଗ୍ରେସ ୨୨ଟି ଆସନରେ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଜଗନ୍‌ମାହନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ମୋଦିଙ୍କୁ ପ୍ରଶଂସାରେ ପୋତିଲା ପାକିସ୍ତାନର ବନ୍ଧୁ ଦେଶ: ଦିନେ କହୁଥିଲେ ‘ଇଣ୍ଡିଆ ଆଉଟ’ ଏବେ କହୁଛନ୍ତି…

ନୂଆଦିଲ୍ଲୀ,୧୦।୬: ନରେନ୍ଦ୍ର ମୋଦି ସ୍ବାଧୀନ ଭାରତର ଇତିହାସରେ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସର୍ବାଧିକ ଦୀର୍ଘ ଦିନ ଧରି ରହିବାର ରେକର୍ଡ ସ୍ଥାପନ କରିଥିଲେ। ଏହି ଐତିହାସିକ ସଫଳତା…

ମୋହନ ସରକାରଙ୍କ ବଡ଼ ଘୋଷଣା, ସରକାରୀ କର୍ମଚାରୀଙ୍କ ୨ଟି ପିଲା ଥିଲେ…

ଭୋପାଳ,୧୦।୬: ସରକାରୀ କର୍ମଚାରୀ ଏବଂ ଚାକିରି ଆଶାୟୀମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି: ସେମାନେ ଆଉ “ଦୁଇ ସନ୍ତାନ” ନିୟମର ଅଧୀନରେ ରହିବେ ନାହିଁ। ମଧ୍ୟପ୍ରଦେଶ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri