Posted inଜାତୀୟ

ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ଗଡକରୀଙ୍କୁ କୃଷିମନ୍ତ୍ରୀ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି

ନୂଆଦିଲ୍ଲୀ,୨୮।୫: ଗତବର୍ଷ ନିଜର ଫସଲ ବିକ୍ରିକରି ଆୟ କରିଥିବା ଅର୍ଥକୁ ରାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଏକ ପାର୍ସଲ ପଠାଇଛନ୍ତି। ଯେଉଁଥିରେ ଗୋଟିଏ ଗାନ୍ଧୀ ଟୋପି, ୨ଟି ଧଳା ରୁମାଲ ଓ ଏକ ଚିଠି ରହିଛି। ଏହି ଚିଠିରେ ପ୍ରଥମେ ସେ ମୋଦିଙ୍କୁ ଲୋଭ ସଭାରେ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ଏଥର ନିତିନ ଗଡକରୀଙ୍କୁ କୃଷିମନ୍ତ୍ରୀ କରିବାକୁ ସେ ମୋଦିଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ନାସିକର କୃଷକ ସଞ୍ଜୟ ସାଠେ ଗତବର୍ଷ ନିଜ ପିଆଜ ଫସଲର ଅଭାବି ବିକ୍ରି ପରେ ୭୫୦ କିଲୋ ପିଆଜ ବିକି ପାଇଥିଲେ ୧୦୬୪ ଟଙ୍କା। ଯାହା ତାଙ୍କ ଖର୍ଚ୍ଚ ଓ ପରିଶ୍ରମଠାରୁ ଯଥେଷ୍ଟ କମ୍‌। ତେଣୁ ସେ ଅଭିମ।ନ କରି ଉକ୍ତ ୧୦୬୪ ଟଙ୍କାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମନିଅର୍ଡର କରି ଆସିଥିଲେ ଚର୍ଚ୍ଚାକୁ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri