ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ ଟୁଇଟର୍‌ ଲେଖିଛନ୍ତି, ଭାଜପାର ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛିି। ଦକ୍ଷିଣ ଏସିଆରେ ଶାନ୍ତି, ଉନ୍ନତି ଓ ସୌହାର୍ଦ୍ଧ୍ୟ ବଜାୟ ରହିବ ବୋଲି ଆଶା କରୁଛି। ସୂଚନାଯୋଗ୍ୟ, ସୂଚନାଯୋଗ୍ୟ, ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ ଦେଶର ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଟୁଇଟ ଏବଂ ଚିଠି ଲେଖି ମୋଦିଙ୍କୁ ଶୁଭେଚ୍ଛା ଜଣାଇବାରେ ବ୍ୟସ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ଜିମ୍ବାୱେରେ ମିଳିଲା ୨୧ କୋଟି ବର୍ଷ ପୁରୁଣା ଡାଇନୋସର କଙ୍କାଳ

ହାରାରେ, ୩୦ା୭ (ଏଜେନ୍ସି): ଜିମ୍ବାଓ୍ବେରେ ୨୧ କୋଟି (୨୧୦ ନିୟୁତ) ବର୍ଷ ପୁରୁଣା ନୂତନ ପ୍ରଜାତିର ଡାଇନୋସର କଙ୍କାଳ ଆବିଷ୍କୃତ ହୋଇଛି। ଏହି ପ୍ରାଚୀନ ଆବିଷ୍କାର ପୃଥିବୀରେ…

୬ ଜିଲାରେ ବନ୍ୟା, ୯ରେ ସ୍ଥିତି ଜଟିଳ

ଭୁବନେଶ୍ୱର,୩୦।୭ (ରବିନାରାୟଣ ଜେନା): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri