ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶାହରୁଖ

ମୁମ୍ବାଇ: ଚଳିତ ନିର୍ବାଚନରେ ବାଜିମାତ କରିଛି ଭାଜପା। ପୂର୍ଣ୍ଣ ବହୁମତ ସହ ପୁଣି ଥରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବେ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠାରୁ ମୋଦିଙ୍କ ନିକଟକୁ ଦେଶ ତଥା ବିଦେଶର ବହୁ ମାନ୍ୟଗଣ ବ୍ୟକ୍ତି ଶୁଭେଚ୍ଛା ବାର୍ତ୍ତା ପଠାଉଛନ୍ତି। ଏହି କ୍ରମରେ ବଲିଉଡ୍‌ କଳାକାରମାନେ ମଧ୍ୟ ମୋଦିଙ୍କୁ ଅଭିନନ୍ଦନ ଜଣାଉଥିବା ଦେଖାଯାଉଛି। ସଲମାନ ଖାନ, ଅନୁପମ ଖେର, ଅକ୍ଷୟ କୁମାର, ରଜନୀକାନ୍ତ ଏବଂ ବରୁଣ ଧଓ୍ବନଙ୍କ ପରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ, ମୋଦି ଓ ଭାଜପାକୁ ଜିତ୍‌କୁ ନେଇ ଶୁଭେଚ୍ଛା ଜଣାଇଛନ୍ତି।


ଭାଜପାର ବିଜୟରେ ଲୋକତନ୍ତ୍ର ଜିତିଛି। ଦେଶର ବିକାଶ କରିବାକୁ ନେଇ ସ୍ପଷ୍ଟ ଥିବା ବ୍ୟକ୍ତିକୁ ବହୁମତ ମିଳିଛି। ଏଣୁ ଜଣେ ଗର୍ବିତ ଭାରତୀୟ ଭାବେ ମୋଦି ଏବଂ ଭାଜପା ନେତାମାନଙ୍କୁ ଅଭିନନ୍ଦନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri