Posted inଜାତୀୟ

ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?

ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ କିଏ ସ୍ଥାନ ପାଇବେ ସେ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା। ନବରତ୍ନଙ୍କ ପ୍ରଥମ ସ୍ଥାନରେ ରାଜନାଥ ସିଂ ଏବଂ ଅମିତ ଶାହ ରହିଛନ୍ତି। ଶାହ ଭାଜପାର ବିପୁଳ ବଜୟର କର୍ଣ୍ଣଧାର ସାଜିଥିବାବେଳେ ରାଜନାଥଙ୍କ ଲୋକପ୍ରିୟତା ଏବଂ କାର୍ଯ୍ୟ ଦକ୍ଷତା ବେଶ୍‌ ଉଚ୍ଚକୋଟୀର ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ସେହିପରି ଅନ୍ୟ ସଦସ୍ୟଙ୍କ ମଧ୍ୟରେ ପୀୟୂଷ ଗୋଏଲ୍‌, ସ୍ମୃତି ଇରାନୀ, ନୀତୀନ ଗଡ଼କରୀ, ନିର୍ମଳା ସୀତାରମଣଙ୍କ ନାମ ନବରତ୍ନରେ ସାମିଲ ହେବାର ସମ୍ଭାବନା ଥିବା ଆକଳନ କରାଯାଉଛି। ରବିଶଙ୍କର ପ୍ରସାଦ, ରାଜବର୍ଦ୍ଧନ ରାଠୋର ତଥା ଜେ.ପି ନଡ୍ଡାଙ୍କୁ ମଧ୍ୟ ନବରତ୍ନରେ ସାମିଲ କରାଯିବାର ଆଶା ଥିବା ରାଜନୈତିକ ସମୀକ୍ଷକ ଆକଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri