Posted inଜାତୀୟ

ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଧାରା ଜାରି ରହିଛି। ଦେଶ ଶିକ୍ଷା, ସ୍ବାସ୍ଥ୍ୟ, ସୁରକ୍ଷା ଏବଂ ପାରମ୍ପରିକ କ୍ଷେତ୍ରରେ ଅଗ୍ରଗତି ଜାରି ରଖିଛି। ଦେଶବାସୀ ନୂଆ ଭାରତ ଗଠନ ପାଇଁ ସରକାରଙ୍କ ସହିତ କାନ୍ଧ ମିଳାଇ ଚାଲିବା ଲାଗି ସଂକଳ୍ପ ନେବା ଆବଶ୍ୟକ। ଏହାଦ୍ୱାରା ବିକଶିତ ଭାରତ ଗଠନ ପ୍ରକିୟା ସହଜ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

କ’ଣ CJP ମୁଖ୍ୟ ଅଭିଜିତ ଦିପକେ ୩ ପ୍ରବକ୍ତାଙ୍କୁ ଦେବେ ଦରମା, ସୋସଆଲ ମିଡିଆରେ ଜୋର ଧରିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୬: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ଭାରତ ଫେରିବା ଏବଂ ଜୁନ ୬ ତାରିଖରେ ଦିଲ୍ଲୀରେ ପ୍ରତିବାଦ କାର୍ଯ୍ୟକ୍ରମ ସ୍ଥିର ହେବାର କିଛି ଦିନ…

TMCକୁ ଆଉ ଏକ ଧକ୍କା, ମେୟର ପଦରୁ ଇସ୍ତଫା ଦେଲେ ମମତାଙ୍କ ନିକଟତମ

କୋଲକାତା,୫।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଦେଖାଦେଇଥିବା ଅନ୍ତର୍ଦ୍ୱନ୍ଦ୍ୱ ଏବଂ ବିଭାଜନ ମଧ୍ୟରେ, ଦଳର ବରିଷ୍ଠ ନେତା ଏବଂ ପୂର୍ବତନ…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

ମୋଦିଙ୍କ ପ୍ରଶଂସା ମଧ୍ୟରେ କ୍ୟାମେରାରେ କଏଦ ହୋଇଥିଲା ଏକ ହସ ପୁଟିନଙ୍କ ସାମ୍ନାରେ ବସିଥିବା ଏହି ରହସ୍ୟମୟୀ ମହିଳା ଜଣକ କିଏ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୬: ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆନ୍ତର୍ଜାତୀୟ ସମ୍ବାଦ ସଂସ୍ଥାର ମୁଖ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ଖୋଲାଖୋଲି ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri