Posted inଜାତୀୟ

ମୋଦିଙ୍କ ପାଇଁ ନିଆରା ଉପହାର

ନୂଆଦିଲ୍ଲୀ, ୨।୬: ୨୦୧୪ ଲୋକ ସଭା ନିର୍ବାଚନଠାରୁ ଚା’ରେ ଚର୍ଚ୍ଚା ଏତେ ମାତ୍ରାରେ ବ୍ୟାପିଛି ଯେ, ଯାହା ଆଜି ପର୍ଯ୍ୟନ୍ତ ଥମିନି। ଚା’କୁ ନେଇ ଚର୍ଚ୍ଚା, ଚା’କୁ ନେଇ କବିତା, ଚା’କୁ ନେଇ ସାୟରୀ ପରେ ଏବେ ଚା’ରେ ପ୍ରସ୍ତୁତ ହୋଇଛି ଚିତ୍ର।

୨୦୧୯ ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜଣେ ପ୍ରଶଂସକ ନିଆରା ଉପହାର ଦେଇଛନ୍ତି। ନେ ନିଜ ହାତରେ ମୋଦିଙ୍କ ଛବି ପ୍ରସ୍ତୁତ କରିଛନ୍ତି ତା’ପୁଣି ଚା’ରେ। ଗୁଜୁରାଟର ନବସାରୀରେ ଜିତୁ ଯାଦବ ନାମକ ଜଣେ ବ୍ୟକ୍ତି କଳା ଏବଂ ଧଳା ଚା’ରେ ସେ ମୋଦିଙ୍କ ପେଣ୍ଟିଂ କରିଛନ୍ତି। ଏହି ଫଟୋକୁ ସେ ମୋଦିଙ୍କୁ ବ୍ୟକ୍ତିଗତ ଭାବେ ଭେଟି ଦେବାକୁ ଚାହୁଁଛନ୍ତି ବୋଲି କହିଛନ୍ତି। ୨୦୧୪ରେ ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ଚା’ରେ ଚର୍ଚ୍ଚା ନାମକ ଏକ ପ୍ରୋଗ୍ରାମ ଆରମ୍ଭ କରିଥିଲେ। ଏହି ପ୍ରୋଗ୍ରାମରୁ ମୋଦିଙ୍କ ପ୍ରଶଂସକ ପାଲଟିଯାଇଛନ୍ତି ବୋଲି ଜିତୁ କହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri