ମୋଦିଙ୍କ ପାଇଁ ହ୍ୟୁଷ୍ଟନରେ ସ୍ବତନ୍ତ୍ର ‘ନମୋ ଥାଳି’

ଓ୍ବାଶିଂଟନ,୨୨।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନରେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ରହଣୀ ସମୟରେ ମୂଳ ଭାରତୀୟ ରାନ୍ଧୁଣିଆ କିରଣ ବର୍ମା ମୋଦିଙ୍କ ପାଇଁ ସ୍ବତନ୍ତ୍ର ନମୋ ଥାଳି ପ୍ରସ୍ତୁତ କରିବେ। ସକାଳ ସନ୍ଧ୍ୟା ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ର ଭୋଜନରେ ପାରମ୍ପରିକ ଭାରତୀୟ ଖାଦ୍ୟ କିରଣ ପ୍ରସ୍ତୁତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri