ମୋଦିଙ୍କ ଲୋକପ୍ରିୟତା ବଢ଼ାଇଲା କରୋନା

ନୂଆଦିଲ୍ଲୀ,୧୯ା୫: ଭାରତକୁ କରୋନା ଭୂତାଣୁ ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ଭବତଃ ତାଙ୍କ କାର୍ଯ୍ୟକାଳର ସବୁଠୁ ବଡ଼ ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ। ସରକାର ବିରୋଧୀ ବିକ୍ଷୋଭ ଦେଶର ବିଭିନ୍ନ ଭାଗରେ ମୁଣ୍ଡ ଟେକିଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସାମ୍ପ୍ରଦାୟିକ ଦଙ୍ଗା ଦେଖାଦେଇଥିଲା। ଦେଶର ଅର୍ଥନୀତି ନିମ୍ନଗାମୀ ହେବା ସହ ନିଯୁକ୍ତି ହ୍ରାସ ପାଇଥିଲା। ଏହା ପରେ ସାରା ବିଶ୍ୱ କରୋନା ମହାମାରୀ କବଳରେ ପଡିବା ସହ ଭାରତର ଅର୍ଥନୀତିରେ ଅଧିକ ସଙ୍କଟ ଦେଖାଦେଲା। ତେବେ କୋଭିଡ୍‌-୧୯ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତି ଲୋକମାନଙ୍କ ସମର୍ଥନ ବୃଦ୍ଧି ପାଇଛି। ନିକଟରେ ହୋଇଥିବା ଜନମତ ସର୍ଭେରୁ ଜଣାପଡିଛି ଗତ କିଛି ମାସ ମଧ୍ୟରେ ମୋଦିଙ୍କ ଲୋକପ୍ରିୟତା ଯଥେଷ୍ଟ ବୃଦ୍ଧି ପାଇ ୮୦ରୁ ୯୦ ପ୍ରତିଶତରେ ପହଞ୍ଚତ୍ପାରିଛି। ଏପରିକି କୋଭିଡ୍‌-୧୯ ସଙ୍କଟର ମୁକାବିଲା କରିବାରେ ମୋଦି ଅନ୍ୟ ଦୁଇ ଲୋକପ୍ରିୟ ନେତା ଡୋନାଲ୍ଡ ଟ୍ରମ୍ପ୍‌ ଓ ଭ୍ଲାଡିମିର ପୁଟିନଙ୍କଠାରୁ ଆଗରେ ରହିଛନ୍ତି। ଭାରତ ଯଦି କରୋନା ସଙ୍କଟରୁ ମୁକ୍ତ ହୋଇଯାଏ ତେବେ ମୋଦିଙ୍କ ଲୋକପ୍ରିୟତା ଆହୁରି ସୁଦୃଢ଼ ହୋଇଯିବ ବୋଲି କେତେଜଣ ବିଶ୍ଳେଷକ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri