Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅମରିନ୍ଦର ସିଂ

ଚଣ୍ଡିଗଡ଼,୩୦।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ମିଡିଆ ପରାମର୍ଶଦାତା ରବିନ ଥୁକରାଲ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା ମୋଦିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି ସୂଚନା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri