ମୋଦିଙ୍କ ଶେଷ କ୍ୟାବିନେଟ୍‌ ବୈଠକ, କହିଲେ…

ନୂଆଦିଲ୍ଲୀ, ୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ସେ ତାଙ୍କର ଦ଼୍ବିତୀୟ ପାଳି ସରକାରର ଶେଷ କ୍ୟାବିନେଟ୍‌ ବୈଠକ ଡକାଇଥିଲେ। ବୈଠକରେ ସେ କହିଥିଲେ ଯେ, ଜିତିବା ଏବଂ ହାରିବା ରାଜନୀତିର ଏକ ଅଂଶ। ଏଥିରେ ନମ଼୍ବର ଗେମ୍‌ ଚାଲୁରହିବା ଏକ ସ଼୍ବଭାବିକ କଥା। ନିର୍ବାଚନ ଫଳାଫଳକୁ ନେଇ ମଧ୍ୟ ଏଥିରେ ଚର୍ଚ୍ଚା ହୋଇଥିବା ଜଣାପଡ଼ିଛି। ବୈଠକରେ ଲୋକସଭାକୁ ଭାଙ୍ଗିବା ପାଇଁ ସୁପାରିଶ କରାଯାଇଥିଲା । ଏହାପରେ ପ୍ରଧାନମନ୍ତ୍ରୀଙ୍କ ସମେତ ସମସ୍ତ କ୍ୟାବିନେଟ୍‌ ସଦସ୍ୟ ଇସ୍ତଫା ଦେଇଥିଲେ।

ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା ୮ରେ ଶପଥ ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

CEC ଚୟନ କମିଟିରୁ CJIଙ୍କୁ କାହିଁକି ହଟାଗଲା? ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୮।୧୨: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ନିର୍ବାଚନ ସଂସ୍କାର ଉପରେ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri