ମୋଦିଙ୍କ ସହ ସାକ୍ଷାତ୍‌ ପରେ ୨୫୦ ଭାରତୀୟ କଏଦୀଙ୍କୁ ମୁକ୍ତ କଲେ ବାହାରିନ ସରକାର

ମନାମା,୨୫।୮: ଗୋଟିଏ ପଟେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ ସମ୍ମାନୀତ କରିଥିବା ବେଳେ, ଅନ୍ୟ ପଟେ ବାହାରିନରେ ଥିବା ପ୍ରାୟ ୨୫୦ ଭାରତୀୟ କଏଦୀଙ୍କୁ ବାହାରିନ ସରକାର ସଜା ମୁକ୍ତ କରିବାକୁ ଘୋଷଣା କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟୁଇଟ୍‌ କରି କୁହାଯାଇଛି। ବାହାରିନ ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ, ବିଭିନ୍ନ ମାମଲାରେ ବିଦେଶରେ ପାଖାପାଖି ୮ହଜାର ୧୮୯ ଭାରତୀୟ କଏଦୀ ସଜା କାଟୁଛନ୍ତି। ତେବେ ସେଥିମଧ୍ୟରୁ ପ୍ରାୟ ୧ହଜାର ୮୧୧ ଜଣ ୟୁଏଇରେ ରହିଛନ୍ତି। ତେବେ ବାହାରିନରେ କେତେଜଣ ଭାରତୀୟ କଏଦୀ ରହିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri