Posted inଜାତୀୟ

ମୋଦି ଦେଲେ ସଙ୍କେତ: ନୂଆ ରୂପରେ ହେବ ଲକ୍‌ଡାଉନ୍‌ ୪.୦

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହି ଅବସରରେ ସେ ଲକ୍‌ଡାଉନ୍‌-୪.୦ ନେଇ ମଧ୍ୟ ସଙ୍କେତ ଦେଇଛନ୍ତି। ତେବେ ଏହା ନୂଆ ପ୍ରକାର ହେବ। ମେ’ ୧୮ ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ନେଇ ସୂଚନା ଦିଆଯିବ। କରୋନା ଆମ ଜୀବନରେ ଦୀର୍ଘ ସମୟ ଧରି ରହିବ ବୋଲି ବୈଜ୍ଞାନିକମାନେ କହୁଛନ୍ତି। ହେଲେ ଆମେ ଚୁପ୍‌ ବସିବା ନାହିଁ, ସତର୍କ ହୋଇ କାମ କରିବା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଏହାଛଡ଼ା ସେ ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଭାରତୀୟ ଜିଡିପିର ପ୍ରାୟ ୧୦%। ଏହି ପ୍ୟାକେଜ୍‌ ଆତ୍ମନିର୍ଭର ଭାରତକୁ ଶକ୍ତି ଦେବ। ବୁଧବାରଠାରୁ ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ପର୍ଯ୍ୟାୟକ୍ରମେ ଏହାର ସୂଚନା ଦିଆଯିବ। ଅର୍ଥମନ୍ତ୍ରୀ ଏହି ପ୍ୟାକେଜ ବିଷୟରେ ବିସ୍ତାରରେ ସୂଚନା ଦେବେ। ଏହା ଚାଷୀ, ଉଦ୍ୟୋଗୀ ତଥା ସମସ୍ତଙ୍କୁ ସଶକ୍ତ କରିବ। ସମସ୍ତଙ୍କୁ ଦୃଷ୍ଟିରେ ରଖଇ ଏହି ପ୍ୟାକେଜ୍‌ କରାଯାଇଛି। ପ୍ରତି ଭାରତୀୟ ଲୋକାଲ ପ୍ରଡକ୍ଟ କିଣିବା ଆରମ୍ଭ କରନ୍ତୁ। ଏହାକୁ କେବଳ କିଣିବେ ନାହିଁ, ଉକ୍ତ ସାମଗ୍ରୀର ପ୍ରଚାର ମଧ୍ୟ କରନ୍ତୁ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri