ମୋଦି-ପୁଟିନ୍‌ଙ୍କ ମିଳିତ ବିବୃତି: ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କାହାର ହସ୍ତକ୍ଷେପ ବରଦାସ୍ତ କରାଯିବନି

ଭ୍ଲାଡ଼ିଭୋସ୍ତକ,୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଛନ୍ତି। ଭ୍ଲାଡ଼ିଭୋସ୍ତକଠାରେ ଏକ ଖବରଦାତା ସମ୍ମିଳନୀରେ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମୀର୍‌ ପୁଟିନ୍‌ ମିଳିତ ଭାବେ ବିବୃତି ଦେଇଛନ୍ତି। ଦେଶର ଆଭ୍ୟନ୍ତରୀଣ ମାମଲାରେ ଅନ୍ୟ କୌଣସି ବାହାର ଦେଶର ହସ୍ତକ୍ଷେପକୁ ବରଦାସ୍ତ କରାଯିବନି ବୋଲି ଏଥିରେ କୁହାଯାଇଛି। ଏହାଦ୍ୱାରା ପାକିସ୍ତାନକୁ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପୁଣି ଥରେ ଝଟକା ଲାଗିଛି। ଏହି ଗସ୍ତକାଳରେ ଭାରତରେ ମିଜାଇଲ୍‌ ସିଷ୍ଟମ ନିର୍ମାଣ ପାଇଁ ରୁଷିଆ ରାଜି ହୋଇଛି। ଦୁଇଦେଶ ମଧ୍ୟରେ ଥିବା ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଅଧିକ ସୁଦୃଢ଼ କରାଯିବ ବୋଲି ଦୁଇନେତାଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?