Posted inଜାତୀୟ

ମୋଦି ପୁଣିଥରେ ଚୌକିଦାର

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏନଡିଏ ମେଣ୍ଟକୁ ମିଳିଥିବା ବହୁମତ ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଚୌକିଦାର ହେବାର ପଥ ପରିଷ୍କାର ହୋଇଛି। ପ୍ରତିପକ୍ଷ କଂଗ୍ରେସ ଏବଂ ଅନ୍ୟ ଦଳ ବହୁ ପଛରେ ପଡ଼ିଯାଇଛନ୍ତି। ଭାଜପା ନିରଙ୍କୂଶ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ସକ୍ଷମ ହୋଇଛି। ଏନେଇ ଭାଜପା କର୍ମୀଙ୍କ ମଧଓ୍ୟରେ ଉତ୍ସାହ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର

ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ନୂଆଦିଲ୍ଲୀ,୧୦।୪: ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri