Posted inଜାତୀୟ

ମୋଦି ବ୍ରିଗେଡ୍‌ରେ ସାମିଲ୍‌ ହେବାକୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ନରେନ୍ଦ୍ର ମୋଦିଙ୍କ ନୂଆ ବ୍ରିଗେଡ଼୍‌ରେ ସାମିଲ୍‌ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଫୋନ୍‌ କଲ୍‌ ଆସିଛି। ଫୋନ୍‌ କଲ୍‌ ଆସିଥିବା ନେତାଙ୍କ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ନିର୍ମଳା ସୀତାରମଣ, ରାଜନାଥ ସିଂ, ସୁଷମା ସ୍ବରାଜ, ନୀତିନ ଗଡ଼କରୀ, ଜିତେନ୍ଦ୍ର ସିଂ, ରବିଶଙ୍କର ପ୍ରସାଦ, ମୁଖତାର ଅବ୍ବାସ ନକ୍‌ଭୀ, ପୀୟୂଷ ଗୋଏଲ, ସ୍ମୃତି ଇରାନୀ, କିରଣ ରିଜିଜୁ, ରାଜ୍ୟବର୍ଦ୍ଧନ ସିଂ ରାଠୋର, ଅର୍ଜୁନ ମୁଣ୍ଡା, ବାବୁଲ ସୁପ୍ରିୟୋ, ସଦାନନ୍ଦ ଗୌଡା, ରାମଦାସ ଅଠାଓ୍ବଲେ, ରାମବିଳାଶ ପାଶଓ୍ବାନ, ଅନୁପ୍ରିୟା ପଟେଲଙ୍କ ଭଳି ୪୦ରୁ ଊର୍ଦ୍ଧ୍ୱ ନେତା ରହିଛନ୍ତି। ଅପରାହ୍ନ ୪ଟା ୩୦ରେ ଏହି ସଦସ୍ୟମାନଙ୍କୁ ମୋଦି ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri