Posted inଫୁରସତ

ମୋଦି-ରାହୁଲଙ୍କ ଉପରେ କ’ଣ ରହିବ ସୂର୍ଯ୍ୟ ପରାଗର ପ୍ରଭାବ

ନୂଆଦିଲ୍ଲୀ: ଜୁନ୍‌ ୨୧ରେ ପଡୁଥିବା ସୂର୍ଯ୍ୟ ପରାଗକୁ ନେଇ ଜ୍ୟୋତିର୍ବିଦମାନେ ନାନା ଗଣନା କରିଛନ୍ତି। ଏହି ସୂର୍ଯ୍ୟ ପରାଗର ପ୍ରଭାବ କିଛି ରାଶି ଉପରେ ଭଲ ଫଳ ଦେଉଥିବା ବେଳେ ଆଉ କିଛି ରାଶି ପାଇଁ ଭଲ ଫଳ ଦେବନାହିଁ ବୋଲି ଜ୍ୟୋତିର୍ବିଦମାନେ କହିଛନ୍ତି। ଏହା ମିଥୁନ ରାଶିରେ ହେଉଥିବାରୁ ମିଥୁନ ରାଶି ପାଇଁ ଏହା ଭଲ ନୁହେଁ ବୋଲି କୁହାଯାଉଛି। ତେବେ କେତେଜଣ ଜ୍ୟୋତିଷ ରାଜନେତା, ସେଲିବ୍ରିଟି, ଉଦ୍ୟୋଗପତିମାନଙ୍କ ଉପରେ ଏହାର କି ପ୍ରଭାବ ପଡିବ ତାକୁ ନେଇ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଥା ଆଲୋଚନାକୁ ନେଇ ସେମାନେ କହିଛନ୍ତି ମୋଦିଙ୍କର ବିଛା ରାଶି ଓ ତାଙ୍କ ଦଳର ରାଶି ବିଛା ହୋଇଥିବାରୁ ଏହି ସୂର୍ଯ୍ୟ ପରାଗ ତାଙ୍କୁ ଭଲ ଫଳ ଦେବ ନାହିଁ। ମୋଦି ତାଙ୍କ ଶାସନ କାଳ ସମୟରେ ଏକ ବଡ ଯୁଦ୍ଧର ସାମ୍ନା କରିବେ ବୋଲି କୁହାଯାଉଛି। ତେବେ ସୂର୍ଯ୍ୟ ପରାଗ ପରେ ଏହାର ଆରମ୍ଭ ହେବ ବୋଲି ଗଣନା କରାଯାଇଥିବା ଜ୍ୟୋତିଷ କହିଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ରାଶି ମିଥୁନ ହୋଇଥିବାରୁ ଓ ଏହି ରାଶିରେ ସୂର୍ଯ୍ୟ ପରାଗ ଲାଗୁଥିବାରୁ ତାଙ୍କର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ ବୋଲି କୁହାଯାଉଛି। ସେହିପରି ଧର୍ମଗୁରୁ ଦଲାଇ ଲାମା, ଶ୍ରୀ ଶ୍ରୀ ରବି ଶଙ୍କର ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ମଧ୍ୟ ମିଥୁନ ରାଶିର ହୋଇଥିବାରୁ ସେମାନଙ୍କ ପାଇଁ ସୂର୍ଯ୍ୟ ପରାଗ ଭଲ ଫଳ ଆଣିବ ନାହିଁ ବୋଲି କୁହାଯାଉଛି। ସେହିପରି ଏହା ଧନୁ ରାଶି ପାଇଁ ଭଲ ଫଳ ଆଣୁ ନ ଥିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କର ଧନୁ ରାଶି ହୋଇଥିବାରୁ ଏମାନଙ୍କ ପାଇଁ ମଧ୍ୟ ସମସ୍ୟା ଆସିପାରେ ବୋଲି ଜ୍ୟୋତିଷ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri