Posted inଜାତୀୟ

ମୋଦି ସରକାରଙ୍କ ଇସାରାରେ ହୋଇଛି ଜେଏନ୍‌ୟୁ ହିଂସା: ସୋନିଆ

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁ ହିଂସା ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା କାଣ୍ଡ ମୋଦି ସରକାରଙ୍କ ଇସାରାରେ ହିଁ ହୋଇଛି। କେବେ ମଧ୍ୟ ମୋଦି ସରକାର ଦେଶର ଯୁବବର୍ଗଙ୍କ କଣ୍ଠରୋଧ କରି ପାରିବେ ନାହିଁ। ଗୁଣ୍ଡାଙ୍କ ଦ୍ୱାରା ମାଡ଼ପିଟି କରି ଯୁବବର୍ଗଙ୍କୁ ଡରାଇ ଧମକାଇ ସରକାର ଯୋଜନାବଦ୍ଧ ଭାବେ ବିଶ୍ୱବିଦ୍ୟାଳୟ ପରିସରରେ ଅଶାନ୍ତି ସୃଷ୍ଟି କରୁଥିବା ସୋନିଆ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଅସୁନ୍ଦରୀ…କାହିଁକି ଏମିତି କହିଲେ ଶାହରୁଖଙ୍କ ଝିଅ

ଅଭିନେତା ଶାହରୁଖ ଖାନଙ୍କ ଝିଅ ତଥା ଅଭିନେତ୍ରୀ ସୁହାନା ଖାନ ଏବେ ଚର୍ଚ୍ଚାରେ। ସେ ଖୁବ୍‌ଶୀଘ୍ର ବାପାଙ୍କ ସହ ପରଦାରେ ଧୂମ୍‌ ମଚାଇବାକୁ ଯାଉଛନ୍ତି। ଆଜିକାଲି ସୁହାନା…

ବଡ଼ ଝଟକା: ମମତାଙ୍କ ହାତରୁ ଚାଲିଯିବ ଟିଏମସି! ହଠାତ୍‌ ୫୦ରୁ ଅଧିକ ବିଧାୟକ ବାଚସ୍ପତିଙ୍କ ନିକଟରେ ପହଞ୍ଚି…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ, ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଭିତରେ ଥିବା ବିବାଦ ଏବେ ସାମ୍ନାକୁ ଆସିଛି। ରାଜ୍ୟର ରାଜନୈତିକ…

ଦିଲ୍ଲୀ ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ପ୍ରତ୍ୟେକ ପରିବାରକୁ ମିଳିବ…

ନୂଆଦିଲ୍ଲୀ,୩ା୬: ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏଥିରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ପ୍ରଧାନମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri