Posted inଜାତୀୟ

ମୋଦି ସରକାର ଆଶ୍ୱସ୍ତ: ରାଫାଲର ପୁନର୍ବିଚାର ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୪।୧୧: ରାଫାଲ୍‌ ଯୁଦ୍ଧ ବିମାନ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆଶ୍ୱସ୍ତି ମିଳିଛି। ଏହାର ପୁନର୍ବିଚାର ଆବେଦନକୁ ଗୁରୁବାର ସୁପ୍ରିମ୍‌କୋର୍ଟ ଖାରଜ କରିଛନ୍ତି। ଏହି ମାମଲାରେ ୨୦୧୮ରେ ଶୀର୍ଷ ଅଦାଲତଙ୍କ ରାୟ ଉପରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ସମେତ ଅନ୍ୟମାନଙ୍କ ପକ୍ଷରୁ ପୁନର୍ବିଚାର ଆବେଦନ ଦାଖଲ କରାଯାଇଥିଲା। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କରିଛନ୍ତି। ଖଣ୍ଡପୀଠରେ ବିଚାରପତି ସଞ୍ଜୟ କିଶନ କୌଲ ଏବଂ ବିଚାରପତି କେ.ଏମ୍‌. ଯୋଶେଫ୍‌ ମଧ୍ୟ ସାମିଲ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri