Posted inଜାତୀୟ

ମୋଦି ସରକାର ସେପ୍ଟେମ୍ବର ୯ରୁ ବିକିବେ ସୁନା: ଗ୍ରାମ୍‌ ପିଛା ଦର ୩ ହଜାର ୮ଶହ ୯୦

ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସୁନାରେ ନିବେଶ କରିବା ପାଇଁ ଏକ ଯୋଜନା କରିଛନ୍ତି। ସେପ୍ଟେମ୍ବର ୯ରେ ସରକାର ଗୋଲ୍ଡ ବଣ୍ଡ ସିରିଜ୍‌-୨ର ଆରମ୍ଭ କରିବେ। ଏହା ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଜାରି ରହିବ। ଏହି ଯୋଜନାରେ ସୁନା ଦର ଗ୍ରାମ୍‌ ପିଛା ୩ ହଜାର ୮ଶହ ୯୦ ଟଙ୍କା ରହିବ। ବଜାରରେ ସୁନା ଗ୍ରାମ୍‌ ପିଛା ଦର ୩ ହଜାର ୯ ଶହ ୨୭ ଟଙ୍କା ରହିଛି। ଏହି ଯୋଜନା ଅନ୍ତର୍ଗତ ଜଣେ ନିବେଶକାରୀ ସର୍ବାଧିକ ୫ଶହ ଗ୍ରାମ୍‌ ଗୋଲ୍ଡ ବଣ୍ଡ୍‌ କିଣି ପାରିବେ। ପୂର୍ବରୁ ୨୦୧୫ରେ ମୋଦି ସରକାରଙ୍କ ପକ୍ଷରୁ ଗୋଲ୍ଡ ବଣ୍ଡ୍‌ ସିରିଜ୍‌-୧ର ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri