ମୋପେଡ୍‌କୁ ଧକ୍କାଦେଲା କାର୍‌: ଚାଳକ ମୃତ

ହିିଞ୍ଜିଳିକାଟୁ,୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିିଞ୍ଜିଳ ଥାନା ପୋଚିଲିମା ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଠୁରୁବୁରାଇ ଗ୍ରାମର ଲଡ଼ୁ କିଶୋର ଲେଙ୍କା (୬୦)।
ପ୍ରକାଶ ଯେ, ଲଡ଼ୁ ପ୍ରତିଦିନ ପରି ମୋପେଡ଼୍‌ରେ ପରିବା ବ୍ୟବସାୟ କରି ଘରକୁ ଫେରୁଥିଲେ। ପୋଚିଲିମା ଛକରେ ଏକ କାର ତାଙ୍କ ମୋପେଡ଼୍‌କୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା। ସ୍ଥାନୀୟ ଲୋକେ ଲଡ଼ୁଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ହିିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ଲାଗି ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri