ମୋବାଇଲ୍‌ ଆପ୍‌ କରୋନା ସମ୍ପର୍କରେ ୧୦୦ମିଟର ଦୂରରୁ କରୁଛି ସଚେତନ: ପ୍ରତି ଘଣ୍ଟାରେ ୨୦ ହଜାର ଡାଉନଲୋଡ୍‌

ସିଓଲ୍‌,୫।୩: କରୋନା ସଂକ୍ରମଣ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ସମ୍ପର୍କରେ ସତର୍କ ସୂଚନା ଦେବା ପାଇଁ ଦକ୍ଷିଣ କୋରିଆ ଏକ ମୋବାଇଲ୍‌ ଆପ୍‌ ତିଆରି କରିଛି। କରୋନା ୧୦୦ଏମ୍‌ ନାମକ ଏହି ଆପ୍‌କୁ ପ୍ଲେ ଷ୍ଟୋରରୁ ସହଜରେ ଡାଉନଲୋଡ୍‌ କରାଯାଇପାରୁଛି। ପ୍ରତିଘଣ୍ଟାରେ ଏହି ଆପ୍‌କୁ ୨୦ ହଜାରରୁ ଅଧିକ ୟୁଜର ଡାଉନଲୋଡ୍‌ କରୁଥିବା କୁହାଯାଉଛି। ଏହି ଆପ୍‌ କରୋନା ସଂକ୍ରମିତ ଅଞ୍ଚଳକୁ ଯିବା ଲାଗି ୟୁଜରଙ୍କୁ ମନା କରୁଛି। ଏହି ଆପ୍‌ କରୋନା ସଂକ୍ରମିତ ଅଞ୍ଚଳର ୧୦୦ମିଟର ଦୂରରୁ ୟୁଜରଙ୍କୁ ସତର୍କ ସୂଚନା ଦେଉଛି। ବର୍ତ୍ତମାନ ସୁଦ୍ଧା ଏହି ଆପ୍‌କୁ ୧୦ଲକ୍ଷରୁ ଅଧିକ ଥର ଡାଉନଲୋଡ୍‌ କରାଯାଇ ସାରିଛି। ସୂଚନାଯୋଗ୍ୟ, ଦକ୍ଷିଣ କୋରିଆ ପୂର୍ବରୁ ଚାଇନା ଏବଂ ଜାପାନରେ ଏଭଳି ଆପ୍‌ର ପ୍ରଚଳନ ହୋଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri