ମୋବାଇଲ କୋର୍ଟରେ ଦେଢ ଲକ୍ଷ ଟଙ୍କା ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୧୨ା୯: ଗତ ୨ ଦିନ ଧରି ପରିବହନ ମାଜିଷ୍ଟ୍ରେଟ ଅନୁରାଧା ଶର୍ମାଙ୍କ ମୋବାଇଲ କୋର୍ଟ ଜରିଆରେ ଟ୍ରାଫିକ ନିୟମ ଉଲ୍ଲଂଘନ ଓ ପରିବହନ ନିୟମ ଉଲ୍ଲଂଘନ କରିଥିବା ଯାନବାହନ ଗୁଡିକରୁ ୧ ଲକ୍ଷ ୫୦ ହଜାର ଟଙ୍କାର ଜରିମାନା ଆଦାୟ ହୋଇଛି। ପରିବହନ ବିଭାଗ ଇନ୍ସପେକ୍ଟର ଅନୁରାଧା ଶର୍ମା, ମାନସ ମିଶ୍ର ଓ ତାଙ୍କ ଷ୍ଟାଫ ଜାତୀୟ ରାଜପଥରେ ଟିକସ ଫାଙ୍କିବା, ଓଭର ଲୋଡିଂ ଆଦି ଗାଡି କାଗଜପତ୍ର ଯାଞ୍ଚ ବେଳେ ୬୦ ମାମଲାରେ ଦେଢ଼ ଲକ୍ଷ ଟଙ୍କା ଜରିମାନା ଆଦାୟ ହୋଇଥିବା ଇନ୍ସପେକ୍ଟର ଶର୍ମା ସୂଚନା ଦେଇଛନ୍ତି। ଆଗାମୀ ଦିନରେ ସହର ଉପକଣ୍ଠ ଓ ସହର ମଧ୍ୟରେ ଏଭଳି ଚଢାଉ ଜାରି ରହିବ ବୋଲି ଇନ୍ସପେକ୍ଟର ମିଶ୍ର ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri