ମୋବାଇଲ ଦୋକାନ ଜଳିଗଲା : ନିଅଁ। ଲିଭାଇବା ବେଳେ ଅଗ୍ନିଶମ କର୍ମଚାରୀ ଆହତ

ଭଞ୍ଜନଗର,୨୭।୬(ଡି.ଏନ.ଏ.)-ଭଞ୍ଜନଗର ମୁଖ୍ୟ ସଡ଼କରେ ଥିବା ଜେକେ ମୋବାଇଲ ଫୋନ ଦୋକାନରେ ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ ସମେତ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ କରିଥିଲେ। ଏହି ସମୟରେ ଏକ କାଚ ଦମକଳ କେନ୍ଦ୍ର କର୍ମଚାରୀ ରଜନୀ କୁମାର ପରିଡ଼ାଙ୍କ ଉପରେ ପଡ଼ିଯିବାରୁ ତାଙ୍କ ହାତରେ ଆଘାତ ଲାଗିଥିଲା। ଏହାପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ସ୍ଥାନୀୟ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଶର୍ଟସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। କିନ୍ତୁ ଅଗ୍ନିକାଣ୍ଡର ସଠିକ୍‌ କାରଣ ଜଣାପଡ଼ିନାହିଁ। ପ୍ରକାଶ ଯେ, ସୋମବାର ରାତିରେ ଦୋକାନ ମାଲିକ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ରାତି ପ୍ରାୟ ୧୧ଟାରେ ଦୋକାନ ଭିତରୁ ଧୂଅଁା ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ମାଲିକଙ୍କୁ ଖବର ଦେଇଥିଲେ। ଏହାପରେ ଦୋକାନ ମାଲିକ ଘଟଣାସ୍ଥଳରେ ପହଞ୍ଚତ୍ ଦେଖିବାବେଳକୁ ଦୋକାନ ଜଳୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri