ମୋବାଇଲ ନିଶା: ବାପା ଦେବାକୁ ମନା କରିବାରୁ ନାବାଳକଙ୍କ ଆତ୍ମହତ୍ୟା ଉଦ୍ୟମ

ଖୋର୍ଦ୍ଧା ଅଫିସ,୮।୩: ଆଜିକାଲି ପିଲାଠାରୁ ବୟସ୍କ ଯାଏ ସମସ୍ତଙ୍କୁ ମୋବାଇଲ ନିଶା ଘାରିଛି। ଏପରିକି ମୋବାଇଲ ପାଇଁ ଜୀବନ ମଧ୍ୟ ହାରିବାକୁ ପଛାଉନାହାନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଦଶପଲା ବ୍ଲକ ସାତପାଟନା ଗାଁରେ। ଏହି ଗାଁର ଜଣେ ନାବାଳକ ବାପାଙ୍କୁ ମୋବାଇଲ ମାଗିଥିଲେ। ବାପା ନ ଦେବାରୁ ସେ ଫ୍ୟାନ୍‌ରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରି ଶେଷରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri