ମୋରଡ଼ାରେ ଡବଲ ମର୍ଡର: ସ୍ତ୍ରୀ, ଶାଶୁ ମୃତ: ପୋଲିସର ଅବହେଳାକୁ ଦାୟୀକଲେ ସ୍ଥାନୀୟ ଲୋକେ

ବାରିପଦା ଅଫିସ,୧୭।୬: ମୋରଡ଼ା ଥାନା ଚିକିଟାମାଟିଆ ପଞ୍ଚାୟତ ଖୁଣ୍ଟାପାଳ ଗ୍ରାମରେ ସୋମବାର ଏକ ଡବଲ ମର୍ଡର ଘଟିଛି। ସକାଳ ପ୍ରାୟ ସାଢ଼େ ୬ଟାରେ ଅନୈତିକ ସମ୍ପର୍କ ସନ୍ଦେହରେ ଜଣେ ବ୍ୟକ୍ତି କୁରାଢ଼ିରେ ହାଣି ସ୍ତ୍ରୀ ଓ ଶାଶୁଙ୍କୁ ହତ୍ୟା କରିଛନ୍ତି। ମୃତକ ଦ୍ୱୟ ହେଲେ ଶାଶୁ ସୁମତି ମହାନ୍ତ(୬୧) ଏବଂ ସ୍ତ୍ରୀ ମମତା ମହାନ୍ତ(୪୦)। ଅଭିଯୁକ୍ତ ହେଲେ ପୂର୍ଣ୍ଣଚନ୍ଦ୍ର ମହାନ୍ତ(୫୦)।
ପ୍ରକାଶ ଯେ, ପୂର୍ଣ୍ଣଚନ୍ଦ୍ର ସ୍ତ୍ରୀଙ୍କ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ଏବଂ ଶାଶୁ ସୁମତିଙ୍କୁ ମାରିଦେବା ପାଇଁ କୁରାଢ଼ି ଧରି ବୁଲୁଥିଲେ। ତେଣୁ ଶାଶୁ, ସ୍ତ୍ରୀ ଭୟରେ ଗାଁରେ ଅନ୍ୟ ଲୋକଙ୍କ ଘରେ ଆତ୍ମଗୋପନ କରୁଥିଲେ। ଏ ନେଇ ରବିବାର ସୁମତି ମୋରଡ଼ା ଥାନାରେ ଅଭିଯୋଗ କରିଥିଲେ। ମାତ୍ର ପୋଲିସ ଅଭିଯୋଗକୁ ଗୁରୁତ୍ୱ ଦେବା ବଦଳରେ ଅଣଦେଖା କରିଥିଲା। ପୋଲିସର ଅବହେଳାକୁ ଦାୟୀକରି ଗାଁଲୋକେ ପୋଲିସକୁ ଅଟକରଖି ମୃତା ଗରିବ ମା’ ଝିଅ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri