ମୋରଡ଼ା ବ୍ଲକରେ ଥିବା ଏକମାତ୍ର ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଅଚଳ, ନିରାଶ ହୋଇ ଫେରୁଛନ୍ତି ଗ୍ରାହକ

ଚିତ୍ରଡା,୨୮।୫(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ଏକମାତ୍ର ଷ୍ଟେଟବ୍ୟାଙ୍କ ଏଟିଏମ୍‌ ଚିତ୍ରଡା ବସଷ୍ଟାଣ୍ଡରେ ରହିଛି। ପାଖାପାଖି କୋଡିଏ କିଲୋମିଟର ମଧ୍ୟରେ ଏହା ଗୋଟିଏ ମାତ୍ର ଏଟିଏମ୍‌ ହେତୁ ଅଞ୍ଚଳବାସୀ ଏହା ଉପରେ ନିର୍ଭର କରନ୍ତି। ହେଲେ ପାଖାପାଖି ଦେଢ଼ମାସରୁ ଉର୍ଦ୍ଧ ସମୟ ଧରି ଏହା ବନ୍ଦ ପଡିଛି। ପ୍ରତ୍ୟେକ ଦିନ ପାଖାପାଖି ୧୦୦ରୁ ଉର୍ଦ୍ଧ ଗ୍ରାହକ ଏଠାକୁ ଟଙ୍କା ଉଠାଇବାପାଇଁ ଆସି ନିରାଶ ହୋଇ ଫେରୁଛନ୍ତି। ବହୁଦିନ ଧରି ଏଟିଏମ୍‌ଟି ଅଚଳ ହୋଇ ପଡ଼ିଥିବାରୁ ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମାର୍ଚ୍ଚ୨୫ ତାରିଖରୁ ଏହା ଅଚଳ ରହିଥିବା ଯୋଗୁ ଏହାକୁ ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri