ଭୁବନେଶ୍ୱର,୨୪।୪: ବଜାଜ ଫାଇନାନ୍ସ ପକ୍ଷରୁ ଏହାର ଗ୍ରାହକଙ୍କ ଲାଗି କୋଭିଡ୍-୧୯ ମୋରାଟୋରିୟମ ସୁବିଧା ପ୍ରଦାନ ସମ୍ପର୍କରେ ଘୋଷଣା କରାଯାଇଛି। ଭଲ ଟ୍ରାକ୍ ରେକର୍ଡ ଥିବା ଗ୍ରାହକଙ୍କୁ ଋଣ ପରିଶୋଧ କରିବା ଲାଗି କମ୍ପାନୀ ମହଲତ ହେଉଥିବା ସୂଚନା ଦେଇଛି। ଯେଉଁ ଗ୍ରାହକଙ୍କର କୌଣସି ପ୍ରକାର ଋଣରେ ୨ରୁ ଅଧିକ ଇଏମ୍ଆଇ ବକେୟା ନାହିଁ ସେମାନେ ଚଳିତ ବର୍ଷ ମାର୍ଚ୍ଚ, ଏପ୍ରିଲ ଏବଂ ମେ ମାସର କିସ୍ତି ପଇଠ ନ କରିବା ଲାଗି ମହଲତ ପାଇବାକୁ ଯୋଗ୍ୟ। ଯଦି ୨୦୨୦ ମାର୍ଚ୍ଚ ପରେ କୌଣସି ଋଣ ମଞ୍ଜୁର କରାଯାଇଥିବ ତେବେ ସେ ଉପରେ କୌଣସି ମହଲତ ପ୍ରଦାନ କରାଯିବ ନାହିଁ। ମୋରାଟୋରିୟମ ସୁବିଧା ନେବା ଲାଗି ଗ୍ରାହକ କମ୍ପାନୀଙ୍କୁ ଅନୁରୋଧ କରିବାକୁ ପଡ଼ିବ। ସୁବିଧା ନେବାକୁ ଚାହୁଁଥିବା ବ୍ୟକ୍ତି ଇଏମ୍ଆଇ କଟିବାର ୫ ଦିନ ମଧ୍ୟରେ କମ୍ପାନୀକୁ ଜଣାଇବାକୁ ପଡିବ। କଟିଥିବା ଇଏମ୍ଆଇ ଅର୍ଥ ଗ୍ରାହକ ୧୦ ଦିନ ମଧ୍ୟରେ ପାଇପାରିବେ। ଏହି ସୁବିଧା ନେଉଥିବା ଗ୍ରାହକଙ୍କ ଲାଗି ଋଣର ସୀମା ବଢ଼ିଯିବ ମୋରାଟୋରିୟମ ସୁଧ ଦେୟ ଅବଧିକୁ ବକେୟା ମୂଳଧନ ସହ ଯୋଡ଼ି ଦିଆଯିବ।
ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…
ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…
କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ
ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…
ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ
ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍
ନୂଆଦିଲ୍ଲୀ,୯।୪: ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…
ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍, ଜାଣନ୍ତୁ ପୂରା ବିବରଣୀ
ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…
ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ
ପ୍ର- ଅର୍ଗାନିକ୍ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
Archives

