ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ କଣ୍ଟା ସାଜିଛି ଚାଇନା: ଟ୍ରମ୍ପ୍‌

ଓ୍ବାଶିଂଟନ,୩୦।୪: ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଟାଗେର୍ଟ କରିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ମୋର ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ବାଟରେ ଚାଇନା କଣ୍ଟା ସାଜିଛି। ଗଣମାଧ୍ୟମ ସଂସ୍ଥା ରଏଟରକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଟମ୍ପ୍‌ ଏଭଳି କହିଛନ୍ତି। ଟ୍ରମ୍ପ୍‌ ପୁଣି ଥରେ ନିର୍ବାଚିତ ହୁଅନ୍ତୁ ବୋଲି ଚାଇନା ଚାହୁଁ ନ ଥିବା ସେ ପ୍ରକାଶ କରିଛନ୍ତି। କରୋନା ମହାମାରୀ ନେଇ ଚାଇନାର ଯେଭଳି ଆଭିମୁଖ୍ୟ ରହିଛି ସେଥିରୁ ଏହା ସ୍ପଷ୍ଟ ଜଣାପଡୁଛି। ଆମେରିକାରେ ଆସନ୍ତା ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ପଥରୁ ତାଙ୍କୁ ରୋକିବା ଚାଇନା ଯେ କୌଣସି ରଣନୀତି ଆପଣେଇ ପାରେ ବୋଲି ଟ୍ରମ୍ପ୍‌ କହିଛନ୍ତି। ସୂଚନାଯୋଗ୍ୟ, ପୃଥିବୀରେ କରୋନା ସଂକ୍ରମଣ ଳାଗି ଚାଇନା ଦାୟୀ ବୋଲି ଟ୍ରମ୍ପ୍‌ ବାରମ୍ବାର ଅଭିଯୋଗ କରୁଛନ୍ତି। ଚାଇନାର ସଂକ୍ରମଣ ସମ୍ପର୍କିତ ତଥ୍ୟ ତଥା ଏହାକୁ ରୋକିବା ପାଇଁ କିଭଳି ପଦକ୍ଷେପ ଗ୍ରହଣ କରାଯିବ ସେ ନେଇ ସ୍ବଚ୍ଛତା ପରିଲକ୍ଷିତ କରି ନ ଥିବା ଟ୍ରମ୍ପ୍‌ କିଛି ଦିନ ତଳେ କହିଥିଲେ। ଏବେ ଟ୍ରମ୍ପ୍‌ଙ୍କ ମନ୍ତବ୍ୟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୩ନଂ ରଜ୍ୟ ରାଜପଥରେ ଗେଟିଏ ପରେ ଗେଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରଜ୍ୟ ରାଜପଥରେ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri