Posted inଜାତୀୟ

ମୋର ବ୍ୟକ୍ତିଗତ ଇଚ୍ଛା କିଛି ନାହିଁ: ନୀତୀଶ

ପାଟନା,୨୧।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉତ୍ତରପ୍ରଦେଶର ଫୁଲପୁର ଅଞ୍ଚଳରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୌଣସି ବ୍ୟକ୍ତିଗତ ଆକାଂକ୍ଷା ନାହିଁି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା ବିପକ୍ଷରେ ବିଭିନ୍ନ ଦଳକୁ ଏକତ୍ର କରିବା ତାଙ୍କର ଲକ୍ଷ୍ୟ। ଏହାଦ୍ୱାରା ତେଜସ୍ବୀ ଯାଦବଙ୍କ ଭଳି ଯୁବନେତାଙ୍କୁ ଲାଭ ମିଳିବ।
ନିକଟରେ ଜେଡିୟୁ ଜାତୀୟ ସଭାପତି ଲଲନ ସିଂ କହିଥିଲେ ଯେ, ଉତ୍ତରପ୍ରଦେଶର ତିନିଟି ସଂସଦୀୟ ନିର୍ବାଚନମଣ୍ଡଳୀରେ ବିଶେଷ କରି ଫୁଲପୁର ଆସନରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଲଢନ୍ତୁ ବୋଲି ଦଳର କର୍ମୀ ତଥା ନେତାମାନେ ଚାହୁଁଛନ୍ତି।
ସୂଚନାଯୋଗ୍ୟ, ଗତ ମାସରେ ବିହାରରେ ନୀତୀଶ କୁମାର ଭାଜପା ହାତ ଛାଡି ଆରଜେଡି ସହ ମିଶି ସରକାର ଗଢିଥିଲେ। ଏହା ପରଠାରୁ ନୀତୀଶ ସାରା ଦେଶରେ ଭାଜପା ବିରୋଧୀ ଅଭିଯାନ ଆରମ୍ଭ କରିଛନ୍ତି। ଏହି କ୍ରମରେ ସେ ଦେଶର ଅନେକ ନେତାଙ୍କୁ ଭେଟି ଭାଜପା ହଟାଇବା ପାଇଁ ଏକତ୍ର ହେବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri