ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ଭାଜପା ପ୍ରାର୍ଥୀ ପ୍ରଶାନ୍ତ କୁମାର ମଲ୍ଲିକ ୪୬,୧୭୬ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri