ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଭାଜପା ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକ ୯୨୭୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।