Categories: ଜାତୀୟ

ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ମୋଦି ନାଗପୁର ସ୍ଥିତ ସଂଘ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ସହ ବିଭିନ୍ନ ବିଷୟରେ ଆଲୋଚନା କରାଯିବ। ଆସନ୍ତା ୨୩ରେ ଲୋକ ସଭା ନିର୍ବାଚନ ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ମୋହନ ଭାଗବତଙ୍କ ସହ ମୋଦିଙ୍କ ଏହି ସାକ୍ଷାତ୍‌କାରକୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।

Share