ମୋ ଜୀବନ ଶେଷ ହୋଇଗଲା: ରାକ୍ଷୀ

ମୁମ୍ବାଇ: ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତଙ୍କର ଆଉ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ଖୁବ୍‌ ଜୋରରେ କାନ୍ଦିବା ସହ ଜୀବନ ଶେଷ ହୋଇଗଲା ବୋଲି କହୁଥିବା ଦେଖାଯାଇଛି। ହେଲେ ଏମିତି କହିବା ପଛରେ କିଛି କାରଣ ମଧ୍ୟ ରହିଛି। ନିକଟରେ ରାକ୍ଷୀ ତାଙ୍କର ଏକ ଆଇଟମ୍‌ ସଙ୍ଗର ପ୍ରମୋଶନରେ ଆସିବା ସମୟରେ ଏମିତି ଏକ ଡ୍ରେସ୍‌ ପିନ୍ଧିଥିଲେ ଯାହାକୁ ଦେଖିବା ପରେ ସୋସିଆଲ୍‌ ମିଡିଆ ୟୁଜର ତାଙ୍କୁ ଟ୍ରୋଲ୍‌ କରିଥିଲେ। ଆଉ ଏହାପରେ ରାକ୍ଷୀ ଉକ୍ତ ଡ୍ରେସ୍‌ର ଡିଜାଇନରଙ୍କୁ ଏଥିପାଇଁ ଖୁବ୍‌ ଗାଳି କରିଥିଲେ। ଆଉ କହିଥିଲେ ମୁଁ ଆଦୌ ଜାଣି ନ ଥିଲି କି ମୋ ଉପରେ ଏତେ ଲାଇଟ୍‌ ପଡିବ ଆଉ ମୋ ଶରୀରର ଅଙ୍ଗ ବାହାରକୁ ଦେଖାଯିବ। ଏବେତ ମୋ ବିଷୟରେ ଲୋକେ ବେଶ୍‌ ଖରାପ କଥା କହୁଥିବା ମୁଁ ଜାଣିବାକୁ ପାଉଛି। ଏମିତିକି ମୁଁ ଯାହାଙ୍କୁ ବିବାହ କରିଛି ସେ ବି ମୋତେ ବିଶ୍ୱାସ କରୁ ନାହାଁନ୍ତି। ଲାଗୁଛି ସତେ ଯେମିତି ମୋ ଜୀବନ ଶେଷ ହୋଇ ଯାଇଛି। ଏମିତି କିଛି କଥା କହି ଏବେ ପୁଣି ଥରେ ଟ୍ରୋଲ୍‌ ହୋଇଛନ୍ତି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri