ମୋ’ ସରକାର ଅଧୀନକୁ ଯିବ ଗ୍ରାମ୍ୟ ଉନ୍ନୟନ ବିଭାଗ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମୋ’ ସରକାର ଯୋଜନା ଅଧୀନକୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଯିବ। ଫେବୃୟାରୀ ପହିଲାରୁ ଏହି ବିଭାଗ ସାମିଲ ହେବ ବୋଲି ଜଣାପଡ଼ିଛି। ବୁଧବାର ଗ୍ରାମ୍ୟ ଉନ୍ନୟନ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ତେବେ ଏହାପରେ ଯେଉଁ ଗ୍ରାମକୁ ରାସ୍ତା ନ ଥିବ, ରାସ୍ତା ସଂଯୋଗୀକରଣ କରାଯିବ। ଏପରିକି କିଛି ରାସ୍ତା ପ୍ଲାନ୍‌ର ପୁଣି ସଂଶୋଧନ କରାଯିବ। ସରକାରୀ ଗଣନାନୁଯାୟୀ ଏଯାବତ୍‌ ୪୩୦୦ ଗ୍ରାମକୁ ରାସ୍ତା ନାହିଁ। ଏହି ସଂଖ୍ୟା ବଢ଼ିପାରେ ବୋଲି ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri