ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଡିସେମ୍ବରରେ ୬ଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ଏହି କାର୍ଯ୍ୟକ୍ରମ ଅଧୀନକୁ ଆସିବ ବୋଲି ଜଣାପଡିଛି। ସେହିଭଳି ମିଶନ ଶକ୍ତି ଅଧୀନରେ ଆସୁଥିବା ଯୋଜନା, ମମତା, କୃଷକଙ୍କ ପାଇଁ ପ୍ରଣୟନ ହୋଇଥିବା କାଳିଆ ଏବଂ ଚାଷୀ ପଞ୍ଜୀକରଣ, ଖାଦ୍ୟ ସୁରକ୍ଷା ଏବଂ ପାନୀୟ ଜଳଯୋଗାଣ କାର୍ଯ୍ୟକ୍ରମକୁ ସାମିଲ କରାଯିବ । ଆସନ୍ତା ବର୍ଷ ମାର୍ଚ୍ଚ ୫ ସୁଦ୍ଧା ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

ଯାତ୍ରୀ ଭାବେ ବସ୍‌ରେ ଯାତ୍ରା କଲେ ମନ୍ତ୍ରୀ, କଣ୍ଡକ୍ଟର କହିଲେ ଖୁଚୁରା ନାହିଁ ଯଦି ଓହ୍ଲାଇ ଯାଅ…

ବେଙ୍ଗାଲୁରୁ,୧୨।୭: ଶନିବାର ରାତିରେ କର୍ନାଟକ ପରିବହନ ମନ୍ତ୍ରୀ ବାଇରାଥୀ ସୁରେଶ ବେଙ୍ଗାଲୁରୁରେ BMTC ବସ୍‌ଗୁଡ଼ିକର ଅଚାନକ ଯାଞ୍ଚ କରିଥିଲେ । ଯାତ୍ରୀଙ୍କ ସୁବିଧା ମୂଲ୍ୟାଙ୍କନ କରିବା ପାଇଁ…

ସବୁଜ ଭବିଷ୍ୟତ ଗଠନ କରିବାକୁ ଆଗେଇ ଆସିଲେ ମହିଳା, ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ପରିବେଶ ସୁରକ୍ଷା ଏବଂ ସବୁଜ ଭବିଷ୍ୟତ ଗଠନର ଉଦ୍ଦେଶ୍ୟରେ ବଲାଙ୍ଗୀରସ୍ଥିତ ଖୁଜେନପାଲି ବିଦ୍ୟାଳୟରେ ବଲାଙ୍ଗୀର ମାରଓ୍ବାଡ଼ି ମହିଳା ସମିତି, ଲାୟନ୍ସ କ୍ଲବ, ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri