Posted inଜାତୀୟ

ମୋ ସ୍ବାମୀଙ୍କ ଭଳି ଅନ୍ୟ କେହି ଭାରତରେ ଜନ୍ମ ନ ହୁଅନ୍ତୁ, କହିଲେ ଏହି ଗ୍ୟାଙ୍ଗଷ୍ଟାରଙ୍କ ସ୍ତ୍ରୀ

ଲକ୍ଷ୍ନୌ,୨୪।୭: ଉତ୍ତର ପ୍ରଦେଶର କୁଖ୍ୟାତ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ରିଚା ଦୁବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଯଦି ଏପରି କାଣ୍ଡ କରିବା ପରେ ବିକାଶ ମୋ ସମ୍ମୁଖକୁ ଆସିଥାନ୍ତେ ତେବେ ମୁଁ ଗୁଳି ଚଳାଇଥା’ନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସ୍ବାମୀ ବିକାଶ ଦୁବେଙ୍କ ସହ ଦୀର୍ଘ ବର୍ଷ ଧରି ରହନ୍ତି ନାହିଁ। ବିବାହର ଦୁଇ ବର୍ଷ ପରେ ସେ ସ୍ବାମୀଙ୍କ ଘରୁ ପଳାଇ ଆସିଥିଲେ। କାରଣ ସେ ସହରର ଝିଅ ଏବଂ ଗାଁର ପରିବେଶକୁ ସେ ପସନ୍ଦ କରୁ ନ ଥିଲେ। ବିକାଶ ପ୍ରାୟତଃ ସେଠାରେ ଝଗଡା କରୁଥିଲେ। ରିଚା ଦୁବେ କହିଛନ୍ତି ଯେ, ବିକାଶ ତାଙ୍କ ଭାଇଙ୍କର ବନ୍ଧୁ। ସେମାନେ ଘରେ ଭେଟିଥିଲେ। ବିକାଶ ତାଙ୍କ ଘରକୁ ଆସୁଥିଲେ। ୧୯୯୬ରେ ଆମେ ବିବାହ କରିଥିଲୁ। କିନ୍ତୁ ଗାଁର ପରିବେଶ ଭଲ ନଥିଲା। ବିକାଶ ଦିନରେ ଝଗଡା କରୁଥିଲେ। ଯେତେବେଳେ ସେ ବିକାଶକୁ ବନ୍ଦ କରିବାକୁ ଚେଷ୍ଟା କଲେ, ସେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିଲେ। ୧୯୯୮ ମସିହାରେ ସେ ତାଙ୍କ ବାପ ଘରକୁ ପଳାଇ ଆସିଥିଲେ। ସେ ସେଠାରେ ୭ ବର୍ଷ ରହିଲେ। ଏହି ସମୟ ମଧ୍ୟରେ ବିକାଶ ପିଲାମାନଙ୍କୁ ଭେଟିବା ପାଇଁ ସେଠାକୁ ଆସୁଥିଲେ। ରିଚା ଦୁବେ ମଧ୍ୟ ଗାଁକୁ ଯାଉଥିଲେ। ଏବେ ଚାହୁଁଛି ବିକାଶ ଦୁବେଙ୍କ ଭଳି ବ୍ୟକ୍ତି ଭାରତରେ ଜନ୍ମ ନ ନିଅନ୍ତୁ।
ସୂଚନାଯୋଗ୍ୟ, ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ କାନପୁରରେ ୮ ପୋଲିସକର୍ମୀଙ୍କୁ ହତ୍ୟା କରିଥିଲେ। ଏହାର ୮ ଦିନ ପରେ ପୋଲିସ ତାଙ୍କୁ ଏନକାଉଣ୍ଟର କରିଥିଲା।

up-kanpur-shootout-gangster-vikas-dubey-wife-richa-dubey says no one else be born in India like my husband


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri