Posted inଜାତୀୟ

ମୌସୁମୀ ନେଇଛି ୨,୩୯୧ ଜୀବନ

ନୂଆଦିଲ୍ଲୀ,୧୯ା୧୧(ପି.ଟି.):ଚଳିତବର୍ଷ ମୌସୁମୀ ଋତୁରେ ବର୍ଷା, ବନ୍ୟା ଓ ତଜ୍ଜନିତ କାରଣରୁ ୨,୩୯୧ ଜଣଙ୍କ ଜୀବନ ଯାଇଥିବାବେଳେ ୮ ଲକ୍ଷରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଯାଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ମଙ୍ଗଳବାର ଲୋକ ସଭାରେ ଏହି ସୂଚନା ଦେଇଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ କହିଛନ୍ତି, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଯୋଗୁ ବିଭିନ୍ନ ରାଜ୍ୟରେ ବାଦଲଫଟା ବର୍ଷା, ଭୂସ୍ଖଳନ ଓ ବନ୍ୟା ଦେଖାଦେଇଥିବାବେଳେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଯବାନମାନଙ୍କୁ ବ୍ୟାପକ ଭାବେ ମୁତୟନ କରାଯାଇଥିଲା। ୧୭୬ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ୯୮,୯୬୨ ଜଣଙ୍କୁ ଉଦ୍ଧାର କରିଥିବାବେଳେ ୨୩,୮୬୯ ଜଣଙ୍କୁ ଡାକ୍ତରୀ ଚିକିତ୍ସା ଯୋଗାଇଥିଲେ। ସେହିପରି ୬୧୭ ପ୍ରାଣୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ଚିକିତ୍ସା ଯୋଗାଇ ଦିଆଯାଇଥିଲା। ୬୩.୯୭୫ ଲକ୍ଷ ହେକ୍ଟର ଚାଷଜମିର ଫସଲ ନଷ୍ଟ ହୋଇଯାଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରୁ ରିପୋର୍ଟ ମିଳିଥିବା ନିତ୍ୟାନନ୍ଦ ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri