Posted inଖେଳ

ମ୍ଲାଡେନୋଭିଚ୍‌ଙ୍କୁ ଦ୍ୱିତୀୟ ଫ୍ରେଞ୍ଚ୍‌ ଓପନ ଟାଇଟଲ

ପ୍ୟାରିସ, ୯ା୬- ଫ୍ରାନ୍ସର କ୍ରିଷ୍ଟିନା ମ୍ଲାଡେନୋଭିଚ୍‌ ଦ୍ୱିତୀୟ ଥର ଫ୍ରେଞ୍ଚ ଓପନ୍‌ ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ରବିବାର ଏଠାରେ ଅନୁଷ୍ଠିତ ଫାଇନାଲରେ ସେ ଏବଂ ହଙ୍ଗେରୀର ତାଙ୍କ ପାର୍ଟନର ଟିମିଆ ବାବୋସ ୬-୨, ୬-୩ ସେଟ୍‌ରେ ଚାଇନିଜ୍‌ ଅଣସିଡ୍‌ ଯୋଡ଼ି ଡୁଆନ୍‌ ୟିଙ୍ଗ୍‌ୟିଙ୍ଗ୍‌ ଏବଂ ଝେଙ୍ଗ ସାଇସାଇଙ୍କୁ ପରାସ୍ତ କରି ସେମାନଙ୍କ ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ଏହି ଯୋଡ଼ି ୨୦୧୮ରେ ଅଷ୍ଟ୍ରେଲିଆନ ଓପନ ଜିତିଥିଲେ। ଚଳିତ ବର୍ଷ ଆରମ୍ଭରେ ବାବୋସ ଏବଂ ମ୍ଲାଡେନୋଭିଚ୍‌ ମେଲବୋର୍ନଠାରେ ରନର୍ସଅପ୍‌ ହୋଇଥିଲେ। ମ୍ଲାଡେନୋଭିଚ୍‌ ୨୦୧୬ରେ କାରୋଲିନ୍‌ ଗାର୍ସିଆଙ୍କ ସହିତ ତାଙ୍କ ପ୍ରଥମ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିଥିଲେ। ଆସନ୍ତା ଡବଲ୍ସ ର଼୍ୟାଙ୍କିଙ୍ଗରେ ସେ ଶୀର୍ଷ ସ୍ଥାନରେ ରହିବେ। ସୂଚନାଯୋଗ୍ୟ, ମ୍ଲାଡେନୋଭିଚ୍‌ଙ୍କ ବୟ ଫ୍ରେଣ୍ଡ୍‌ ହେଉଛନ୍ତି ଟେନିସ ଖେଳାଳି ଡୋମିନିକ୍‌ ଥିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

ପରାଜିତ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ଭିକ୍ଟର

ମିରଟ,୬ା୪: ହଙ୍ଗେରୀୟମାନେ ଆସନ୍ତା ୧୨ରେ ଦେଶର ପ୍ରଧାନମନ୍ତ୍ରୀ ନିର୍ବାଚନ କରିବାକୁ ଯାଉଛନ୍ତି। ଏହା ଚଳିତବର୍ଷ ୟୁରୋପର ସବୁଠୁ ପରିଣାମସୂଚକ ନିର୍ବାଚନ ବୋଲି କୁହାଯାଉଛି। ୧୬ ବର୍ଷ ଧରି…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଟ୍ରମ୍ପ୍‌ ପ୍ରଶାସନଠାରୁ ଇରାନ ହାଜତ ବେଶି ସୁରକ୍ଷିତ

ତେହରାନ୍‌,୬ା୪: ଇରାନକୁ ଆକ୍ରମଣ କରିବାକୁ ଆସି ନିଖୋଜ ହୋଇଯାଇଥିବା ଏଫ୍‌-୧୫ଇ ଷ୍ଟାଇକ୍‌ ଇଗଲ୍‌ ଏୟାରକ୍ରାଫ୍ଟ କ୍ରିଉ ସଦସ୍ୟଙ୍କୁ କେବଳ ତେହରାନ୍‌ ଖୋଜୁନାହିଁ, ଆମେରିକା ଏୟାରଫୋର୍ସ ମଧ୍ୟ ତାଙ୍କୁ…

ତେହରାନ ପାଓ୍ବାର ପ୍ଲାଣ୍ଟ ଧ୍ୱଂସ କରିଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ,୬ା୪: ଇରାନ ଯୁଦ୍ଧ ୩୭ ଦିନରେ ପହଞ୍ଚତ୍ଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରବିବାର ସୋସିଆଲ ମିଡିଆରେ ଏକ ବିସ୍ଫୋରକ ପୋଷ୍ଟ ଜରିଆରେ ତେହରାନ୍‌ ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri