Posted inଖେଳ

ମ୍ୟାଚ୍‌ ଚାଲିଥିଲାବେଳେ ହଠାତ୍‌ ପଡିଆରେ ପଶି ଏମିତି କାଣ୍ଡ ରଚିଲେ ଏହି ବ୍ୟକ୍ତି

ଚେଷ୍ଟର-ଲି- ଷ୍ଟିଟ, ୪।୭: ଚଳିତ ଆଇସିସି ବିଶ୍ୱକପରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଟରେ ଖେଳାଯାଉଥିବା ଏକ ମ୍ୟାଚ୍‌ବେଳେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ଦ୍ୱିତୀୟ ଇନିଂଶରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ ହଠାତ୍‌ ଜଣେ ବ୍ୟକ୍ତି ଉଲଗ୍ନ ଅବସ୍ଥାରେ ପଡିଆ ଭିତରେ ହଠାତ୍‌ ପଶି ଡ୍ୟାନ୍ସ କରିବାକୁ ଲାଗିଥିଲେ। ଏଥିପାଇଁ ଖେଳ ୫ ମିନିଟ୍‌ ରୋକାଯାଇଥିଲା। ନ୍ୟୁଜିଲାଣ୍ଡ ପାଳିର ୩୪ତମ ଓଭରରେ ଏଭଳି ଘଟଣା ଘଟିଥିଲା। ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଇ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଷ୍ଟାଡିୟମରେ ପ୍ରବେଶ କରିଥିଲେ। ପଡିଆ ଭିତରେ କିଛି ସମୟ ଡ୍ୟାନ୍ସ କରିବା ପରେ ସୁରକ୍ଷାକର୍ମୀ ତାଙ୍କୁ ଧରି ପଡିଆ ବାହାରକୁ ନେଇଥିଲେ। ସୂଚନାଯୋଗ୍ୟ, ଚଳିତ ବିଶ୍ୱକପରେ ଦର୍ଶକ ପଡ଼ିଆ ଭିତରକୁ ପଶିଆସିବା ନୂଆ ଘଟଣା ନୁହେ। ପୂର୍ବରୁ ମଧ୍ୟ କିଛି ମ୍ୟାଚ୍‌ରେ ସୁଯୋଗ ଦେଖି ଦର୍ଶକ ପଡ଼ିଆ ଭିତରକୁ ପଶିଆସିବାର ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri