ମ୍ୟାଲେରିଆ ଚିହ୍ନଟ କରିବେ କୁକୁର

ବ୍ରିଟେନ୍‌ ଏବଂ ଗାମ୍ବିଆର ବୈଜ୍ଞାନିକଙ୍କ ମତରେ, ପ୍ରଥମଥର ଏଭଳି ଏକ ଉପାୟର ସନ୍ଧାନ ହୋଇଛି, ଯଦ୍ଦ୍ବାରା କୁକୁରମାନେ ମ୍ୟାଲେରିଆ ଭଳି ରୋଗର ଚିହ୍ନଟ କରିବାରେ ସାହାଯ୍ୟ କରିପାରିବେ। ବୈଜ୍ଞାନିକଙ୍କ ଅନୁସାରେ, କୁକୁରଙ୍କୁ ସଂକ୍ରମିତ ବ୍ୟକ୍ତିର ପୋଷାକ ଶୁଙ୍ଘି ମ୍ୟାଲେରିଆ ଚିହ୍ନଟ କରିବାର ପ୍ରଶିକ୍ଷଣ ଦିଆଯାଉଛି। ଏଥିପାଇଁ ବ୍ରିଟେନ୍‌ର ଡରହମ୍‌ ୟୁନିଭର୍ସିଟିର କିଛି କୁକୁରଙ୍କୁ ପ୍ରଶିକ୍ଷଣରେ ନିୟୋଜିତ କରାଯାଇଛି। ଆଶା କରାଯାଉଛି, ଏମାନଙ୍କ ସହାୟତାରେ ମ୍ୟାଲେରିଆ ରୋକିବା ଏବଂ ନିବାରଣ ଦିଗରେ ଉନ୍ନତ ପଦକ୍ଷେପ ଗ୍ରହଣ କରାଯାଇପାରିବ। ଗବେଷଣା ଏବେ ପ୍ରାରମ୍ଭିକ ଚରଣରେ ରହିଛି। ଗବେଷଣାରେ କୁହାଯାଇଛି, ଯେତେବେଳେ କୌଣସି ବ୍ୟକ୍ତି ମ୍ୟାଲେରିଆରେ ପୀଡ଼ିତ ହୁଅନ୍ତି, ତାଙ୍କ ଶରୀରର ବାସ୍ନା ଅଲଗା ପ୍ରକାରର ହୋଇଯାଏ। ଏମିତିରେ କୁକୁରଙ୍କ ସହାୟତାରେ ଶରୀରରେ ମ୍ୟାଲେରିଆ ଚିହ୍ନଟ ସମ୍ଭବ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଏଙ୍ଗ୍‌ଜାଇଟିର ଲକ୍ଷଣ ଓ ଉପଚାର

ଆମ ସମସ୍ତଙ୍କର ମନ ବେଳେବେଳେ ବ୍ୟସ୍ତ, ବିବ୍ରତ, ବିଚଳିତ ଓ ଅସ୍ଥିର ରହିଥାଏ। ଏହା ମୁଖ୍ୟତଃ କେତେକ କଠିନ ଓ ଚିନ୍ତାଜନକ ପରିସ୍ଥିତିରେ ଦେଖାଯାଇଥାଏ। ଯେତେବେଳେ ପରିସ୍ଥିତି…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri